ମୟୁରଭଞ୍ଜ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ରାଇରଙ୍ଗପୁର ଗସ୍ତ | ଭବ୍ୟ ସ୍ୱାଗତ ଜଣାଇଲେ ମାନ୍ୟବର ରାଜ୍ୟପାଳ ଡ଼. ହରିବାବୁ କୁମ୍ଭମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ! ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ !
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ରାଇରଙ୍ଗପୁର ଗସ୍ତ !!!

