ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ଼ ପୌର ପରିଷଦରେ ଟେଣ୍ଡର ପ୍ରକ୍ରିୟାକୁ ନେଇ ପ୍ରଶ୍ନ : ବଲାଙ୍ଗୀ ପାର୍କ ମାଛ ଧରାକୁ ନେଇ ଜନ ଅସନ୍ତୋଷ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ନୟାଗଡ଼ ପୌର ପରିଷଦର ବିଭିନ୍ନ କାର୍ଯ୍ୟ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ସାଧାରଣ ଲୋକଙ୍କ…

ଆମ ରିପୋଟରକୋରାପୁଟଜିଲ୍ଲା

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସାନ ଏକାଦଶୀ ପାଳିତ !!!

କୋରାପୁଟ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସାନ ଏକାଦଶୀ ପାଳିତ l କୋରାପୁଟ ସ୍ଥିତ ଶାବର ଶ୍ରୀକ୍ଷେତ୍ର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଆମ ଆଦମୀ ପାର୍ଟି ର ବିକ୍ଷୋଭ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଆମ…

ଆମ ରିପୋଟରଗଜପତିଜିଲ୍ଲା

ସୁନାମଧନ୍ୟ କଣ୍ଠଶିଳ୍ପୀ ଷ୍ଟିଫେନ ଙ୍କ ବିୟୋଗରେ ପରିବାରବର୍ଗ କୁ ସମବେଦନା ଜଣାଇଲେ ବିଧାୟକ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ର ସୁନାମଧନ୍ୟ କଣ୍ଠଶିଳ୍ପୀ ଷ୍ଟିଫେନ ରଇତ ଙ୍କ ବିୟୋଗରେ ଆଜି ବିଧାୟକ…

ଆମ ରିପୋଟରଗଜପତିଜିଲ୍ଲା

ଲୋକଙ୍କ ସେବାରେ କେବେ ଲାଗିବ ନୂତନ ବସଷ୍ଟାଣ୍ଡ ର ଆଶ୍ରୟସ୍ଥଳୀ ???

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଲୋକଙ୍କ ସେବାରେ କେବେ ଲାଗିବ ପାରଳାଖେମୁଣ୍ଡି ନୂତନ ବସଷ୍ଟାଣ୍ଡ ର ଆଶ୍ରୟସ୍ଥଳୀ ? ସରକାର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ବ୍ରହ୍ମେଶ୍ୱର ରଜ ମହୋତ୍ସବ ଆୟୋଜନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶୁଭ୍ରାଂଶୁ ଶୁଭମୟ ମହାନ୍ତି : ଓଡିଶା ମାଟି ର ମହକ ଯେଉଁ ପର୍ଵରୁ ଆସିଥାଏ ତାହା ହେଉଛି କୃଷି…

ଆମ ରିପୋଟରଗଜପତିଜିଲ୍ଲା

ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଙ୍ଗଠନ ଆକାଂକ୍ଷା ତରଫରୁ ବି ସୀତାପୁର ଜ୍ଞାନ କେନ୍ଦ୍ର…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଇକ ଚାଳକଙ୍କୁ ମାଡ ମାରି ଲୁଟ ଘଟଣାରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ୫ ଡକାୟତ…

ଆମ ରିପୋଟରଜିଲ୍ଲାନୟାଗଡ

ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ଅଭିଯାନ ପାଇଁ ସଚେତନତା କାର୍ଯ୍ୟକ୍ରମ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ତା. ୦୧.୦୭.୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି !!!

କଟକ ( ଆୱାଜ ମିଡ଼ିଆ ) – ଦିଲ୍ଲୀପ ପତି : ଚଳିତ ମାସ ୧୯ ଓ ୨୦ ତାରିଖରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ…