ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ , ବଢ଼ିବ ବର୍ଷା ପରିମାଣ ! ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଏହି ଆକଳନ କରିିଛି ବିଭିନ୍ନ ପାଣିପାଗ ମଡେଲ୍। ପାଣିପାଗ ବିଜ୍ଞାନୀଙ୍କ ଆକଳନ ଅନୁସାରେ, ଆସନ୍ତା ୧୪ କିମ୍ବା ୧୫ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ, ଯାହାକି ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ରାଜ୍ୟରେ ରଥଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ : ବଢ଼ିବ ବର୍ଷା ପରିମାଣ !!!

