Site icon Awaj Media

ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ଡ଼.ମଧୁସୂଦନ ମହାପାତ୍ର, ଉପ ସଭାପତି ଭାବେ ନନ୍ଦ କିଶୋର ପଣ୍ଡା, ସମ୍ପାଦକ ଭାବେ ପ୍ରକାଶ ଚନ୍ଦ୍ର ନାୟକ, ସହ ସମ୍ପାଦକ ଭାବେ ସନ୍ୟାସୀ ନାୟକ, ଏବଂ କୋଷାଧକ୍ଷ ଭାବେ ହୃଷିକେଶ ମହାରଣା ପ୍ରମୁଖ ନିର୍ବାଚିତ ହୋଇଥିଲେ l ବିଦାୟୀ ସଭାପତି ଚିନ୍ତାମଣି ମିଶ୍ର ନୂତନ କର୍ମକର୍ତ୍ତା ଙ୍କୁ ଶପଥ ପାଠ କରାଇବା ସହ ନିଜ ନିଜର ଅନୁଭୂତି ବର୍ଣ୍ଣନା କରି କର୍ମକ୍ଷେତ୍ରରେ ଅଗ୍ରସର ହେବା ନିମନ୍ତେ ଆଶୀର୍ବାଦ ପ୍ରଦାନ କରିଥିଲେ l ଏଥିରେ ସଂଘ ତରଫରୁ ମନ୍ମଥ ରାଉଳ ଓ ପ୍ରହ୍ଲାଦ ପ୍ରସାଦ ଲେଙ୍କା ଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ l

Exit mobile version