Site icon Awaj Media

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଛାତ୍ର ଛାତ୍ରୀ ମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଛାତ୍ର ଛାତ୍ରୀ ମାନେ ହେଲେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ବୟଂ ଶାସିତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେମାନଙ୍କ ସମସ୍ୟା ର ସମାଧାନ ସକାଶେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଲିଖିତ ପତ୍ର ପ୍ରଦାନ କରିଛନ୍ତି !

Exit mobile version