Site icon Awaj Media

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ କର କମଳରେ ସମବାୟ ସଦସ୍ୟତା ମହା ଅଭିଯାନ ସମ୍ଭନ୍ଧର ଶୁଭାରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ବିଜୁ କଲ୍ୟାଣ ମଣ୍ଡପ ଠାରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତ ମୋହନ ଚରଣ ମାଝୀଙ୍କ କର କମଳରେ ସମବାୟ ସଦସ୍ୟତା ମହା ଅଭିଯାନ ସମ୍ବନ୍ଧ ର ଶୁଭ ଉଦଘାଟନ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ,ଉପ ଜିଲ୍ଲାପାଳ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ଜିଲ୍ଲା ପରିଷଦ ସଭ୍ୟ ଏସ ବାଲ ରାଜୁ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଉଦ୍ୟାନ ଉପ ନିର୍ଦ୍ଦେଶକ ଅଧିକାରୀ ଦୁଷ୍ମନ୍ତ କୁମାର ବେହେରା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ପ୍ରକାଶ ରାଓ,ଜିଲ୍ଲା ଶିଳ୍ପ ପରିଚାଳକ ବିଭୁ ସ୍ୱାଇଁ, ଏ ଆର ସି ଏସ ତଥା ଡ଼ି ଆର ସି ଏସ୍ ଏନି, ଅର୍କ୍କ ତଥା ଦେକ୍କ ହରିହର ସେଠ୍, ପ୍ରମୁଖ ଉପ ସ୍ତିଟ ଥିଲା ଏହି କାର୍ଯ୍ୟକ୍ରମରେ ବହୁ ଚାଷୀ ଉପସ୍ଥିତ ଥିଲେ ଏହି କାର୍ଯ୍ୟ କର୍ମରେ ରଶ୍ମିତା ସାମଲ ଅତିଥି ପରି ଚିୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

Exit mobile version