ଆମ ରିପୋଟରଜିଲ୍ଲାନୟାଗଡ

ଦାସିଆ ଅଜାଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ…

ଆମ ରିପୋଟରଗଜପତିଜିଲ୍ଲା

ଫରେଷ୍ଟ ଗେଟ ଗଣେଶ ପୂଜା କମିଟି ପକ୍ଷରୁ ଧୁମଧାମରେ ପାଳିତ ହେଉଛି ଗଣେଶ ପୂଜା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଉପକଣ୍ଠରେ ଥିବା ଫରେଷ୍ଟ ଗେଟ ନିକଟରେ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ : ୩୩୨୦ ଟି ମାମଲା ହେଲା ଫଏସଲା !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟରେ ଗଣେଶ ପୂଜା ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟରେ ପ୍ରତିବର୍ଷ…

ଅପରାଧଆମ ରିପୋଟରଗଜପତିଜିଲ୍ଲା

ପଦ୍ମପୁର ଗ୍ରାମ ନିକଟରେ ସଂଗଠିତ ଜୁଆ ଆଡ୍ଡା ଉପରେ ଚଢ଼ାଉ : ୫ ଅଭିଯୁକ୍ତ ଗିରଫ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ପୋଲିସ ପଦ୍ମାପୁର ଗ୍ରାମ ନିକଟସ୍ଥ ଏକ କାଜୁ ଜଙ୍ଗଲରେ ଚାଲିଥିବା ସଂଗଠିତ ଜୁଆ…

ଆମ ରିପୋଟରକଟକଜିଲ୍ଲା

ପୂର୍ବତନ ମନ୍ତ୍ରୀ ଯୋଗେଶ ରାଉତଙ୍କ 17 ତମ ଶ୍ରଦ୍ଧାଞ୍ଜଳି ଉତ୍ସବ !!!

ଡମପଡା ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : ଓଡିଶାର ସମବାୟ ସମ୍ରାଟ ଉପାଧି ପ୍ରାପ୍ତ ବାଙ୍କୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ…

ଆମ ରିପୋଟରଗଜପତିଜିଲ୍ଲା

ପୁଲିସ ଷ୍ଟେସନ – ରାମସାଗର ରାସ୍ତା ଅବସ୍ଥା ଶୋଚନୀୟ : ନିର୍ମାଣର ବର୍ଷକ ପରେ ଉଠିଗଲା ପିଚୁ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଏକ ପ୍ରମୁଖ ରାସ୍ତା ଭାବେ ପରିଚିତ…