Site icon Awaj Media

ଦ୍ବିତୀୟ ଥର ପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ ର ସଦସ୍ୟ ଭାବରେ ମନୋନୀତ ହେଲେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଦ୍ବିତୀୟ ଥର ପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ ର ସଦସ୍ୟ ଭାବରେ ମନୋନୀତ ହେଲେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ! ଓଡିଶା ସାମ୍ବାଦିକ ୟୁନିଅନ (ଓୟୁଜେ)ର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ବିତୀୟ ଥର ପାଇଁ press council of India (PCI) member ଭାବେ ମନୋନୀତ ହୋଇଛନ୍ତି ।

Exit mobile version