ଆମ ରିପୋଟରଜିଲ୍ଲାଯାଜପୁର

ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ନାଫ୍ରିରେ ମୋ’ ଗାଁ – ମୋ’ ପ୍ରତିଭା କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଯାଜପୁର ଜିଲ୍ଲାର ବାବଲପୁର ସ୍ଥିତ ଅନ୍ତର୍ଜାତୀୟ ଲୋକ ସଂଗଠନ କଲଚ୍ୟୁରାଲ୍ ହବ୍ ଫର୍ ଇଣ୍ଟରନେସନାଲ୍…

ଆମ ରିପୋଟରଜିଲ୍ଲାବରଗଡ଼

ଜମଳା ରେ ସୁବର୍ଣ୍ଣ ଜୟନ୍ତୀ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି !!!

ବରଗଡ଼ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜମଳା ଗ୍ରାମରେ ମା ଦୁର୍ଗା ଙ୍କ ପୂଜା ପଚାଶ…

ଆମ ରିପୋଟରଜିଲ୍ଲାଯାଜପୁର

ଅଳୁକୁଣ୍ଡ-ନୂଆଗାଁ ଶାରୀରିକ ଭିନ୍ନକ୍ଷମ ସୀବନ ଶିଳ୍ପ ଡ଼ିଫ୍ ଆଣ୍ଡ ଡ଼ମ୍ବ ସ୍ୱତନ୍ତ୍ର ବିଦ୍ୟାଳୟରେ ଆନ୍ତର୍ଜାତୀୟ ସାଇନିଙ୍ଗ ଭାଷା ଦିବସ ପାଳିତ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଯାଜପୁର ଜିଲ୍ଲାର ବିଂଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡ- ନୂଆଗାଁ ଶାରୀରିକ ଭିନ୍ନକ୍ଷମ ସୀବନ ଶିଳ୍ପ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଢେଙ୍କାନାଳ ସଦର ବ୍ଲକ୍ ରେ କ୍ଲଷ୍ଟର୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ -୨୦୨୬ ଅନୁଷ୍ଠିତ !!!

ଢ଼େଙ୍କାନାଳ ( ଆୱାଜ ମିଡ଼ିଆ ) – ଦେବୀ ପ୍ରସାଦ ମିଶ୍ର : କାଠଗଡ଼ା ଆଶ୍ରମ ସ୍କୁଲ୍,ଢ଼େଙ୍କାନାଳ ପରିସରରେ ଢ଼େଙ୍କାନାଳ ସଦର ବ୍ଲକ୍ ର ଆଞ୍ଚଳିକ ସାଧନ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଶହୀଦ ବୀର ବାଜିରାଉତଙ୍କ ପୂଣ୍ୟତିଥିରେ ଶ୍ରାଦ୍ଧବାର୍ଷିକୀ ସମାରୋହ !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ଦେବୀ ପ୍ରସାଦ ମିଶ୍ର : ଭାରତ ବିକାଶ ପରିଷଦ,ଶହୀଦ ବାଜିରାଉତ ଶାଖା, ଢେଙ୍କାନାଳ ପକ୍ଷରୁ ଶହୀଦ ବୀର ବାଜିରାଉତଙ୍କ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ଼ ଜିଲ୍ଲାର ପିଏମ୍ ଶ୍ରୀ ବିଦ୍ୟାଳୟ ପରିଦର୍ଶନ କଲେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ସ୍ମିତା ରାଉତ ନୟାଗଡ଼ ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି : ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ପର୍ଯ୍ୟଟନର ଆକର୍ଷଣୀୟ ସ୍ଥଳ ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ସୁରକ୍ଷା ସହ ଅପରାଧ ନିୟନ୍ତ୍ରଣକୁ ନେଇ…