ବାଣପୁର ବିଜେଡି କାର୍ଯ୍ୟାଳୟରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ !!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ବିଜେଡି କାର୍ଯ୍ୟାଳୟରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ । ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସ୍ୱାଧୀନତା ସଂଗ୍ରାମରେ ବଳିଦାନ ଦେଇଥିବା ବୀର ଯବାନ ଓ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ବିଜେଡି ର ବରିଷ୍ଠ କର୍ମୀମାନେ ମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *