ଯୁବକ ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର !!!

Spread the love

କଳାହାଣ୍ଡି ( ଆୱାଜ ମିଡ଼ିଆ ) – ତୁଳସିରାମ ଛତ୍ରୀଆ : କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ର କେନ୍ଦୁ ଡ଼ଙ୍ଗରୀ ଠାରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ କରିଛି ଆମପାଣି ପୁଲିସ | ମୃତକ ଜଣକ ଦୁଆରିକା ଦାସ ବୋଲି ସୂଚନା ମିଳିଛି | ପରିବାର ପକ୍ଷରୁ ଆମପାଣି ଥାନାରେ ଅଭିଯୋଗ ହେବା ପରେ ଆମପାଣି ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପକ୍ଷରୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି | ତଦନ୍ତ ପରେ କୋକସରା ମେଡିକାଲ କୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣା ପଡିଛି | କେନ୍ଦୁ ଡଙ୍ଗରୀ ଗ୍ରାମ ର ଜଣ କୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ |

Leave a Reply

Your email address will not be published. Required fields are marked *