ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା ବୈଠକ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଅନୁଗୁଳ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି . ଆୟୋଜିତ ବୈଠକରେ ସାଂସଦ ଢେଙ୍କାନାଳ ମହେଶ ସାହୁ , ବିଧାୟକ ତାଳଚେର ବ୍ରଜକିଶୋର ପ୍ରଧାନ, ବିଧାୟକ ଆଠମଲ୍ଲିକ ରମେଶ ଚନ୍ଦ୍ର ସାଏ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଆଜିର ଏହି ବୈଠକରେ ଅଙ୍ଗନବାଡି କେନ୍ଦ୍ର, ସଡକ, ଆବାସ ଯୋଜନା, ପାନୀୟ ଜଳ, ବିଦ୍ୟୁତ ଯୋଗାଣ ଓ ସରକାରଙ୍କ ବିଭିନ୍ନ ଯୋଜନା ସଠିକ୍ ଭାବରେ ଲୋକଙ୍କ ନିକଟକୁ ପହଞ୍ଚାଇବା ବିଷୟରେ ଆଲୋଚନା ହୋଇଥିଲା ।

Leave a Reply

Your email address will not be published. Required fields are marked *