ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫଦାରୀ କୁ ନେଇ ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ଆଠଗଡ଼ ରେ ପ୍ରତିବାଦ !!!

Spread the love

କଟକ ( ଆୱାଜ ମିଡ଼ିଆ ) – ଅମୃତା ପଟ୍ଟନାୟକ : ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫଦାରୀକୁ ନେଇ ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ଆଠଗଡ଼ ରେ ପ୍ରତିବାଦ . ବରିଷ୍ଠ ସାମ୍ୱାଦିକ ଅର୍ଦ୍ଧେନ୍ଦୁ ଦାସଙ୍କ ଉପରେ ହୋଇଥିବା ଅତ୍ୟାଚାର ଓ ଅନୈତିକ ଗିରଫ ପ୍ରତିବାଦରେ, ଆଜି ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ଆଠଗଡ଼ ଉପଖଣ୍ଡର ଉପ ଜିଲ୍ଲାପାଳଙ୍କ ଜରିଆ ରେ ମହାମହିମ ରାଜ୍ୟପାଳଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *