ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ରେ ବିଶ୍ବ ଆଦିବାସୀ ଦିବସ ଅବସରରେ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବିଶ୍ଵ ଆଦିବାସୀ ଦିବସ ଅବସରରେ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଠାରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସମାରୋହରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତରୁ ଆଦିବାସୀ ପ୍ରତିନିଧି ମାନେ ଯୋଗ ଦେଇଥିଲେ । ଏହି ଅବସରରେ ହାଈଟେକ ଗୃପ ଅଧ୍ୟକ୍ଷ ଡ. ତିରୁପତି ପାଣିଗ୍ରାହୀଙ୍କ ପୁଅ ଡିରେକ୍ଟର ସୁରେଶ କୁମାର ପାଣିଗ୍ରାହୀ, ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି .ତିରୁପତି ରାଓ, ଜିଲ୍ଲା ପରିଷଦ ସଭ୍ୟ ଏସ .ବାଳରାଜୁ , ଗୁମ୍ମା ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ ସୁନେମି ମଣ୍ଡଲ , ଗୁମ୍ମା ବ୍ଲକ ଉପାଧ୍ୟକ୍ଷ ଏସ . ଶ୍ରୀନିବାସ ରାଓ, କାଶିନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲ୍ଲା ସାୟମ୍ମା, ଗୋଷାଣି ବ୍ଲକ ଅଧ୍ୟକ୍ଷ ଏନ. ବୀରରାଜୁ , ବରିଷ୍ଠ ନେତା ଏସ . ଗଜପତି ରାଓ ଓ ବିଜେଡ଼ି ରାଜ୍ୟ ସମ୍ପାଦକ ମରୁତ ପାଲ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସଭାରେ ଆଦିବାସୀ ମାନଙ୍କ ଉନ୍ନତି ବିଷୟରେ ଆଲୋଚନା ହୋଇଥିଲା ।

Leave a Reply

Your email address will not be published. Required fields are marked *