ତ୍ରିନାଥ ମନ୍ଦିରର ବାର୍ଷିକ ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଲକର କେରାଣ୍ଡୀ ପଞ୍ଚାୟତର ପୁରୁଣା କେରାଣ୍ଡୀ ଗ୍ରାମର ତ୍ରିନାଥ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ଗ୍ରାମର ୱାର୍ଡ ସଭ୍ୟ ସରୋଜ ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଗ୍ରାମବାସୀ ଭଜନ ସଂକୀର୍ତ୍ତନ କରିଥିଲେ ।ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ମନ୍ଦିରର ପୂଜାର୍ଚ୍ଚନା ରାଧାକାନ୍ତ ସାହୁ କରିଥିବା ବେଳେ ଗ୍ରାମର ଯୁବ ଗୋଷ୍ଠୀ ଓ ଆଧ୍ୟାତ୍ମିକ ପ୍ରେମୀ ଯୋଗ ଦେଇଥିଲ ।

Leave a Reply

Your email address will not be published. Required fields are marked *