ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସ୍ବର୍ଗତ ନଵଦାସଙ୍କ ସ୍ମୃତିରେ ଶୋକ ସଭା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଳକର ସ୍ଥାନୀୟ ଶିବ ମନ୍ଦିର ନିକଟସ୍ଥ କଲ୍ୟାଣ ମଣ୍ଡପରେ ଦିବଙ୍ଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ସ୍ବର୍ଗତ ନଵ କିଶୋର ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଶୋକ ସଭା ଆୟୋଜିତ ହୋଇଯାଇଛି । ଏଥିରେ ହାଇଟେକ ଗୃପ ର ଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ, ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁ, 11 ନମ୍ବର ଜୋନ୍ ର ଜିଲ୍ଲା ପରିଷଦ ସଭ୍ୟା ଯମୁନା ଦଳ ବେହେରା, ରାଜେନ୍ଦ୍ର ପ୍ରସାଦ ରଣ ସିଂହ ନାୟକ, ଯେମସ୍ ରାଇକା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ର ସମସ୍ତ ସଦସ୍ୟ, ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ବୁଦ୍ଧିଜୀବୀ ଯୋଗଦେଇ ଅମର ଆତ୍ମାର ସଦଗତି କାମନା କରିଥିଲେ ।

Leave a Reply

Your email address will not be published. Required fields are marked *