ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହ ଆଲୋଚନା କଲେ 5T ସଚିବ ! ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ ! ଥ୍ରୀ ଏସ୍ ଉପରେ 5T ସଚିବଙ୍କ ଗୁରୁତ୍ବ – ସୁରକ୍ଷା, ସୁବିଧା, ସମ୍ମାନ ! ଯାତ୍ରୀ ମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ କର୍ମଚାରୀ ମାନଙ୍କୁ ଦେଲେ ପରାମର୍ଶ ! ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।
ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହ ଆଲୋଚନା କଲେ 5T ସଚିବ !!!

