ଦିବ୍ୟାଙ୍ଗ ଛାତ୍ରୀ ମାନଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ର ସମ୍ବଳ ଗୃହରେ ଅନ୍ତନିବେଶୀ ଶିକ୍ଷା କାର୍ଯ୍ୟକ୍ରମ ତରଫରୁ ୫ ଦିନ ଧରି ଚାଲିଥିବା ଦିବ୍ୟାଙ୍ଗ ଛାତ୍ରୀ ମାନଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଶନିବାର ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ବାଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି , ବିଆରସିସି ସନ୍ଧ୍ୟାରାଣୀ ହରିଚନ୍ଦନ ଓ ଏବିଇଓ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ ଉପସ୍ଥିତ ରହି ଦିବ୍ୟାଙ୍ଗ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ କୁ ଆର୍ପି ବିଶ୍ଵଜିତା ଜେନା ଓ ଦାଶରଥି ମହାସୁଆର ପରିଚାଳନା କରିଥିଲେ ।।

Leave a Reply

Your email address will not be published. Required fields are marked *