ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ଚବିଶ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ଚବିଶ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ! ଆୟୋଜିତ କାର୍ଯ୍ୟକ୍ରମ ର ପ୍ରଥମ ଦିନରେ ଅଧିବାସ ଓ ନାମ ଆରମ୍ଭ ହୋଇଛି ଓ ଆଜି ଅପରାହ୍ନ ରେ ପୂର୍ଣ୍ଣାହୁତି ଅନୁଷ୍ଠିତ ହେବ ! ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ ର ବ୍ୟବସ୍ଥା ହୋଇଛି ! କମିଟି ର ସଭାପତି ମହୀପାଳ ସାହୁ ଓ କର୍ତ୍ତା ରୂପେ ଆଶିଷ ଓ ପୁନମ ଯୋଗ ଦେଇଥିଲେ !

Leave a Reply

Your email address will not be published. Required fields are marked *