ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ତରଫରୁ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି ! କଟକ ଜିଲ୍ଲା ବାଙ୍କୀ ନିର୍ବାଚନ ମଣ୍ଡଳୀରୁ ତୁଷାରକାନ୍ତ ଚକ୍ରବର୍ତ୍ତୀ ପ୍ରାର୍ଥୀ ଭାବରେ ମନୋନୀତ ହୋଇଛନ୍ତି !
ଆସିଲା ବିଜେପି ର ପ୍ରାର୍ଥୀ ତାଲିକା : ବାଙ୍କୀ ରୁ ଲଢ଼ିବେ ତୁଷାରକାନ୍ତ !!!

