ମୋହନା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକ ଙ୍କ ନାମାଙ୍କନ ପତ୍ର ଦାଖଲ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୋହନା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରଛନ୍ତି ! ନିଜର ଅଳ୍ପ କିଛି ସମର୍ଥକଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଅତିରିକ୍ତ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ବିରେନ୍ଦ୍ର ଦାସଙ୍କୁ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକ ।

Leave a Reply

Your email address will not be published. Required fields are marked *