ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ! ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ , ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ ! ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ବିଭାଗ , ସୁରେଶ ପୂଜାରୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ରବି ନାୟକ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ , ନିତ୍ୟାନନ୍ଦ ଗଣ୍ଡ ବିଦ୍ୟାଳୟ ଓ ଗଣଶିକ୍ଷା, SC/ST ଉନ୍ନୟନ, ସଂଖ୍ୟାଲଘୁ ବିଭାଗ , କୃଷ୍ଣଚନ୍ଦ୍ର ପାତ୍ର ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତି , ପୃଥ୍ୱୀରାଜ ହରିଚନ୍ଦନ ଆଇନ୍, ପୂର୍ତ୍ତ, ଅବକାରୀ , ମୁକେଶ ମହାଲିଙ୍ଗ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ବିଭୂତି ଭୂଷଣ ଜେନା ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି , କୃଷ୍ଣଚନ୍ଦ୍ର ମହାପାତ୍ର ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ବିଭାଗ ଦାୟିତ୍ୱ ନେଇଛନ୍ତି !
ନୂଆ ସରକାରରେ କେଉଁ ବିଭାଗ ପାଇଲେ କିଏ !!!

