ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ଉପ ସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା,ଡକ୍ଟର ତିରୁପତି ପାଣିଗ୍ରାହୀ ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ,ବରିଷ୍ଠ ବିଜେଡି ନେତା ବସନ୍ତ ଦାସ, ପ୍ରଦୀପ ନାୟକ, ଏସ ବାଲରାଜୁ,ନିର ଭୂୟାଁ, ନିର୍ମଳା ସେଠୀ, ସୁନେମି ମଣ୍ଡଳ, ଏନ ବୀରରାଜୁ ପ୍ରମୁଖ ଉପସ୍ଥିତ ରହି ବିଜେଡି ସଭ୍ୟ ସଂଗ୍ରହ ଅଭିଯାନକାର୍ଯ୍ୟକ୍ରମ ରେଯୋଗ ଦେଇ ଥିଲେ ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାଷୀ ମାଧ୍ୟମରେ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ର ସୁଭ ଆରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମରେ ବହୁ ବିଜେଡି ନେତା ଓ କର୍ମୀ ଯୋଗ ଦେଇଥିଲେ। ବିଜେଡିର ସଭ୍ୟ ହୋଇ ପାରିବ ତା ଉପରେ ବୁଝାଇ ଥିଲେ।
ଗଜପତି ବିଜେଡି ପକ୍ଷରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ !!!

