ବାବା ସାହେବ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀ ପାଳିତ !!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ପାଳିତ ହୋଇଯାଇଛି ଆମ୍ବେଦକର ଜୟନ୍ତୀ . ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀ ଉପଲକ୍ଷେ ଆପ୍ ଗଜପତି ତରଫରୁ ପାରଳାଖେମୁଣ୍ଡି ସ୍ଥିତ ନୂତନ ବସଷ୍ଟାଣ୍ଡ ନିକଟରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଛି ।

ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତ, କିଶୋର ଚନ୍ଦ୍ର ଗୁରୁ, ଦେବେନ୍ଦ୍ରନାଥ ଜମାଦାର, ଲିଙ୍ଗରାଜ ପାଣିଗ୍ରାହୀ,ଏଲିୟାଜର ମଣ୍ଡଳ, ତ୍ରିନାଥ ପଟ୍ଟନାୟକ, ଶେଖ ମୋଜିବ୍, ଆମ ଅଞ୍ଚଳର ପରିବେଶ ସୁରକ୍ଷା ପାଇଁ କାମ କରୁଥିବା ସଂସ୍କୃତ ଶିକ୍ଷକ ତ୍ରିପତି ପ୍ରସାଦ ପଣ୍ଡା ଓ ରାମଗିରି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ତଥା ଗଜପତି ଜିଲ୍ଲା ସାମାଜିକ ସମରସତା ସଂଯୋଜକ ନରସିଂହ ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *