ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲେ ପୋଲିସ ଡି ଜି !!!

Spread the love

କଟକ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଆଗକୁ ଆସୁଛି ପାର୍ବଣ ଋତୁ । ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ , ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *