ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୩ ମୃତ !!!

Spread the love

କୋରାପୁଟ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କୋରାପୁଟ ଜିଲ୍ଲା ରେ ବଜ୍ରାଘାତରେ ୩ ମୃତ ! ଜିଲ୍ଲାର ପୃଥକ ପୃଥକ ସ୍ଥାନରେ ଆଜି ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଟଟରଙ୍ଗ ଗାଁରେ ବଜ୍ରାଘାତରେ ବଡ଼ ଭାଇର ମୃତ୍ୟୁ ଘଟିଥିବା ବେଳେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *