ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଘୋଷିତ ହେଲା ଏସିଆନ୍ ଗେମ୍ସ ପାଇଁ ଭାରତୀୟ ମହିଳା ଦଳ, ହରମନପ୍ରୀତ କ୍ୟାପଟେନ ! ଚଳିତ ମହିଳା ଟି-୨୦ ବିଶ୍ୱକପ୍ରେ ଭାରତ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆଠାରୁ ହାରି ଗ୍ରୁପ୍ ପର୍ଯ୍ୟାୟରୁ ବିଦାୟ ନେଇଥିଲା । ଏହା ପରେ ହରମନପ୍ରୀତ କୌରଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଥିଲା । ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ୨୦୨୬ ଏସିଆନ୍ ଗେମ୍ସ ପାଇଁ ୧୫ ସଦସ୍ୟ ବିଶିଷ୍ଟ ଭାରତୀୟ ମହିଳା ଟି-୨୦ ଦଳ ଘୋଷଣା କରାଯାଇଛି ।
ଘୋଷିତ ହେଲା ଏସିଆନ୍ ଗେମ୍ସ ପାଇଁ ଭାରତୀୟ ମହିଳା ଦଳ !!!

