ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ଵ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ଵ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ । ଶ୍ରୀ ଲୋକନାଥ ମିଶ୍ର କାର୍ଯ୍ୟକ୍ରମ କୁ ପରିଚାଳନା କରି ଥିବା ବେଳେ ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଦୀପ୍ତି ରଞ୍ଜନ ପଟନାୟକ ସ୍ୱୟଂ ବୃ୍ଷରୋପଣ କରିବା ସହ କିଛି ଅଧ୍ୟାପକ ଓ ଅଧ୍ୟାପିକା, ଛାତ୍ର ଛାତ୍ରୀ ମାନେ ମଧ୍ୟ ବୃକ୍ଷ ରୋପଣ କରିଥିଲେ । ସମସ୍ତଙ୍କୁ ବୃ୍ଷରୋପଣ ର ଉଦ୍ଦେଶ୍ୟ କହିବା ସହ ବୃକ୍ଷ ରୋପଣ ଦ୍ୱାରା ସମାଜ ତଥା ପରିବେଶ ରେ କଣ ପ୍ରଭାବ ରହୁଛି ସେ ସମ୍ପର୍କ ରେ ଏକ ଆଲୋଚନା ହୋଇଥିଲା ।

Leave a Reply

Your email address will not be published. Required fields are marked *