ଗୁମା ଓ କାଶୀନଗର ବାତ୍ୟା ଅଶ୍ରୀୟସ୍ଥଳୀ ପରିଦର୍ଶନ କଲେ ମାନ୍ୟବର ମନ୍ତ୍ରୀ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଆଜି ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଜପତି ଜିଲ୍ଲାର ଗୁମ୍ମା ଓ କାଶୀନଗର ବ୍ଲକ୍‌ର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଥିଲେ । ଏହି ଅବସରରେ ସେ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କ ସୁରକ୍ଷା, ଖାଦ୍ୟ ଯୋଗାଣ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିଥିଲେ ।

Leave a Reply

Your email address will not be published. Required fields are marked *