ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ସହରରେ ରବିବାର ସକାଳେ ଦ୍ଵିତୀୟ ରାହଗିରି !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହର ରେ ରବିବାର ସକାଳେ ଦ୍ଵିତୀୟ ରାହଗିରି ଅନୁଷ୍ଠିତ ହୋଇଯାଇଛି । ଜଗନ୍ନାଥ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଅଗ୍ନିକାଣ୍ଡରେ ଜଳିଗଲା ଘର : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଜଗେରମାହା…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଆଠମଲ୍ଲିକ ପୁଲିସ ବିରୋଧରେ ଥାର୍ଡ ଡିଗ୍ରୀ ନିର୍ଯାତନା ର ସଙ୍ଗୀନ ଅଭିଯୋଗ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଆଠମଲ୍ଲିକ ପୁଲିସ ବିରୋଧରେ ଥାର୍ଡ ଡିଗ୍ରୀ ନିର୍ଯାତନା ନେଇ ଆସିଛି ସଙ୍ଗୀନ ଅଭିଯୋଗ ।…

ଆମ ରିପୋଟରଗଜପତିଜିଲ୍ଲା

ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ କେ.ସୁଦର୍ଶନ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ଙ୍କ…

ଆମ ରିପୋଟରକଟକଜିଲ୍ଲାଯାଜପୁର

ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରାଯାଉ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ଚେଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ସୁପରିଚାଳନା ପାଇଁ କମିଟି ଗଠିତ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ର ସୁପରିଚାଳନା ପାଇଁ ଏକ କମିଟି ଗଠିତ ହୋଇଛି…

ଆମ ରିପୋଟରଗଜପତିଜିଲ୍ଲା

ଆକାଂକ୍ଷା ମହିଳା ସଂଗଠନ ତରଫରୁ ମାତୃ ଦିବସ ପାଳିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ଅଗ୍ରଣୀ ସାମାଜିକ ସଂସ୍ଥା ଆକାଂକ୍ଷା ମହିଳା ସଂଗଠନ ତରଫରୁ ପାରଳାଖେମୁଣ୍ଡି ସ୍ଥିତ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲା ବିପର୍ଯ୍ୟୟ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜ୍ୟ

ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ସଂଘ ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ର ରାଜ୍ୟ ସ୍ତରୀୟ ବୈଠକ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଦିବ୍ୟାଙ୍ଗ ଙ୍କ ଶିକ୍ଷା ପାଇଁ ଚେଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ…