ଆମ ରିପୋଟରଗଜପତିଜିଲ୍ଲା

ସହାୟତା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଦିବ୍ୟାଙ୍ଗ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସହାୟତା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଦିବ୍ୟାଙ୍ଗ ଅମିତ ଭୂୟାଁ ! ଗଜପତି ଜିଲ୍ଲା…

ଆମ ରିପୋଟରକଟକଜିଲ୍ଲା

ବାଙ୍କୀ ଉପଖଣ୍ଡରେ ରଥଯାତ୍ରା ସୁପରିଚାଳନା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : ଆସନ୍ତା ରଥ ଓ ବାହୁଡା଼ ଯାତ୍ରା ସୁପରିଚାଳନା ପାଇଁ ବାଙ୍କୀ ପ୍ରଶାସନ ପକ୍ଷରୁ…

ଆମ ରିପୋଟରଗଜପତିଜିଲ୍ଲା

ଅଭିଯୋଗ ପାଇ ସ୍ଥିତି ଅନୁଧ୍ୟାନ କଲେ ପାରଳା ବିଧାୟକ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : କାଶୀନଗର ଅଞ୍ଚଳ ଦେଇ ପ୍ରବାହିତ ବଂଶଧାରା ନଦୀର ହିଡ଼ ବନ୍ଧ ନିର୍ମାଣ କାର୍ଯ୍ୟରେ ଅବହେଳା…

ଆମ ରିପୋଟରକଟକଜିଲ୍ଲା

ବୃକ୍ଷ ରୋପଣକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଯୁବ ସମାଜସେବୀଙ୍କ ଆହ୍ୱାନ !!!

କଟକ ( ଆୱାଜ ମିଡ଼ିଆ ) – ପ୍ରଦୀପ ରାଜ : ବନ ମହୋତ୍ସବ ଅବସରରେ ଯୁବ ସମାଜସେବୀ ସନ୍ତୋଷ ମଲ୍ଲିକ ପରିବେଶ ସୁରକ୍ଷା ନେଇ ଏକ…

ଆମ ରିପୋଟରଗଜପତିଜିଲ୍ଲା

ବାଲ୍ୟ ବିବାହ ନିରାକରଣ ତାଲିମ କାର୍ଯ୍ୟକ୍ରମ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ବାଲ୍ୟ ବିବାହ ନିରାକରଣ ପାଇଁ…

ଆମ ରିପୋଟରକୋରାପୁଟଜିଲ୍ଲା

ନିଶାମୁକ୍ତ ଓଡିଶା ଅଭିଯାନ ପାଇଁ ଅଣ୍ଟା ଭିଡ଼ିଲା କୋରାପୁଟ ପୋଲିସ !!!

କୋରାପୁଟ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ନିଶାମୁକ୍ତ ଓଡିଶା ଅଭିଯାନ ପାଇଁ ଅଣ୍ଟା ଭିଡ଼ିଲା କୋରାପୁଟ ପୋଲିସ l କୋରାପୁଟ ପୋଲିସ…

ଆମ ରିପୋଟରଜିଲ୍ଲାନୟାଗଡ

ରଣପୁରରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ ସଭାଗୃହଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର…

ଅପରାଧଆମ ରିପୋଟରଗଜପତିଜିଲ୍ଲା

ଥଣ୍ଡାପାନୀୟରେ ନିଶା ମିଶାଇ ଦୁଷ୍କର୍ମ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ : ଭୋଗିବେ ୨୦ ବର୍ଷର ସଶ୍ରମ କାରାଦଣ୍ଡ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସମାଜରେ ଦିନକୁ ଦିନ କୋମଳମତି ଶିଶୁଙ୍କ ଉପରେ ନାନା ପ୍ରକାର ପାଶବିକ ଅତ୍ୟାଚାର ଦେଖିବାକୁ…