ମୃତକ ସାମ୍ବାଦିକଙ୍କ ପରିବାରକୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିବା ପାଇଁ ଫ୍ରଣ୍ଟଲାଇନ ମିଡ଼ିଆ ଆସୋସିଏସନ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ !
କନ୍ଧମାଳ,(ଆୱାଜ଼ ମିଡ଼ିଆ)-ସଞ୍ଜୟ କୁମାର ପାଣିଗ୍ରାହୀ : ଚଳିତ ମାସ ୨୩ ତାରିଖ ଦିନ କୋଭିଡରେ ମୃତ୍ୟୁବରଣ କରିଥିବା କୋଭିଡ ଯୋଦ୍ଧା ସାମ୍ବାଦିକ ଆଶୁତୋଷ ବେହେରାଙ୍କ ପରିବାରକୁ ଜିଲ୍ଲା…

