ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଧଳାପଥର ଛକରେ ହାଇୱା ଧକ୍କାରେ ଯୁବକ ମୃତ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଧୀନ ଧଳାପଥର ଫାଣ୍ଡି ଅନ୍ତର୍ଗତ ଧଳାପଥର ଛକରେ ଆଜି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ବାଲୁଗାଁ ଅଞ୍ଚଳରେ ବିଦ୍ୟୁତ କାଟ ଯୋଗୁ ଜନ ଅସନ୍ତୋଷ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବାଲୁଗାଁ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ କୁ ନେଇ…

ଆମ ରିପୋଟରଜିଲ୍ଲାଯାଜପୁର

ଟ୍ରେନ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ମନ୍ତ୍ରୀ ପ୍ରିତିରଞ୍ଜନଙ୍କ ଉଦ୍ୟମରେ ରକ୍ତଦାନ ଶିବିର !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଗତ ୨ ତାରିଖ ବାହାନଗା ଠାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ଆହତ ମାନଙ୍କ…

ଆମ ରିପୋଟରକଟକଜିଲ୍ଲାମୁଖ୍ୟ ଖବରରାଜ୍ୟ

କଟକ ବଡ ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ !!!

କଟକ ( ଆୱାଜ ମିଡ଼ିଆ ) – ଅମ୍ରିତା ପଟ୍ଟନାୟକ : କଟକ ବଡ ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ବାଲେଶ୍ଵର…

ଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ଓ ଗଜାନନ ବେଶ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୁକିନ୍ଦା ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନ ଉତ୍ସବ…

ଆମ ରିପୋଟରକଟକଜିଲ୍ଲାଦେଶବିଦେଶଯାଜପୁରରାଜ୍ୟ

ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ସାଉଥ୍ ଆଫ୍ରିକା ରାଷ୍ଟ୍ରୀୟ ଶାଖାରେ ସାମୁହିକ ପ୍ରାର୍ଥନା ଓ ଶପଥ ଗ୍ରହଣ ଉତ୍ସବ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମଗ୍ର ବିଶ୍ବରେ ମାନବବାଦର ପ୍ରଚାର ତଥା ପ୍ରସାର ନିମନ୍ତେ ଯାଜପୁର ଜିଲ୍ଲାର ବାବଲପୁର ଠାରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ନ୍ୟାସନାଲ ହକର ଫେଡେରେସନ୍ ତରଫରୁ ସଚେତନତା ଶୋଭାଯାତ୍ରା !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ନ୍ୟାସନାଲ ହକର ଫେଡେରେସନ୍ ତରଫରୁ ରାଜଧାନୀରେ ସଚେତନତା ଶୋଭାଯାତ୍ରା…

ଆମ ରିପୋଟରଜିଲ୍ଲାନୟାଗଡ

ସ୍ନାତକ ଯୋଗ୍ୟତା ଭିତ୍ତିରେ ଦରମା ଓ ଗ୍ରେଡପେ ଦାବୀ ନେଇ ଧାରଣାରେ ନୟାଗଡ଼ ଜିଲ୍ଲା ଅମଲା ସଂଘ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲାରେ ସରକାରୀ କାର୍ଯ୍ୟ ଠପ । କାର୍ଯ୍ୟାଳୟ ମାନଙ୍କରେ ଅଚଳାବସ୍ଥା । ନୟାଗଡ଼…