ଆମ ରିପୋଟରକଟକଜିଲ୍ଲାଯାଜପୁରରାଜ୍ୟ

ଚିନ୍ମୟ ଫାଉଣ୍ଡେସନର ୧୨୨ ତମ ସାପ୍ତାହିକ ସଚେତନତା ଓ କରୋନା କିଟ୍ ବଣ୍ଟନ କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମଗ୍ର ବିଶ୍ୱରେ ମହାମାରୀ କରୋନାର ତାଣ୍ଡବଲୀଳାର ପ୍ରକୋପ ଏବେବି ସମ୍ପୂର୍ଣ୍ଣ ଭାବେ ଥମି ନାହିଁ…

ଆମ ରିପୋଟରକଟକକେନ୍ଦ୍ରାପଡ଼ାଜିଲ୍ଲା

ପଲି ଟେକନିକ କଲେଜ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ବିଜୁ ଜନତା ଦଳ ପକ୍ଷରୁ ପଚିଶ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ପାଟକୁରା…

ଆମ ରିପୋଟରକନ୍ଧମାଳଜିଲ୍ଲା

ସିଆରପିଏଫ ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ…

ଆମ ରିପୋଟରଗଜପତିଜିଲ୍ଲା

ପୌର ପରିଷଦ ପକ୍ଷରୁ ବଡାଖାନା କାର୍ଯ୍ୟକ୍ରମ ଆୟୋଜିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଟାଉନ ହଲ ଠାରେ ବଡାଖାନା କାର୍ଯ୍ୟକ୍ରମ ଆୟୋଜିତ…

ଆମ ରିପୋଟରଜିଲ୍ଲାନୟାଗଡ

ଅବ୍ୟବସ୍ଥା ମଧ୍ୟରେ ସ୍ବାଧୀନତା ସଂଗ୍ରାମୀଙ୍କ ଗ୍ରାମ ଥୁଆବାରୀ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଅବ୍ୟବସ୍ଥା ମଧ୍ୟରେ ସ୍ବାଧୀନତା ସଂଗ୍ରାମୀଙ୍କ ଗ୍ରାମ ଥୁଆବାରୀ । ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ…

ଆମ ରିପୋଟରଗଜପତିଜିଲ୍ଲା

ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ସେଞ୍ଚୁରିୟନ୍ ଛାତ୍ରଛାତ୍ରୀଙ୍କ ସଫଳତା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିୟନ୍ ପବ୍ଲିକ ସ୍କୁଲର ସଫଳତାରେ ଆଉ ଗୋଟିଏ ଫର୍ଦ୍ଦ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ ସୋନିଆ ଗାନ୍ଧୀ ଏବଂ…

ଆମ ରିପୋଟରକଟକଜିଲ୍ଲା

ବିଜେପି ପାଳିଲା ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ଉତ୍ସବ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ନିଶ୍ଚିନ୍ତକୋଇଲି ବ୍ଲକ ବିଜେପି ତରଫରୁ ଏକ ବିଜୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି . ପ୍ରକାଶ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଧଳାପଥର ସେବା ସମବାୟ ସମିତି ସଭାପତିଙ୍କ ଦାୟିତ୍ଵ ଗ୍ରହଣ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ବୋଲଗଡ଼ ବ୍ଲକ୍ ଅଧିନସ୍ଥ ଧଳାପଥର ସେବା ସମବାୟ ସମିତିରେ ନବ ନିର୍ବାଚିତ ପରିଚାଳନା ପରିଷଦ…