ଆମ ରିପୋଟରଗଜପତିଜିଲ୍ଲା

ପାରଳାଖେମୁଣ୍ଡି ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଘାଟନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଜିଲ୍ଲାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟମେଳା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦୀର୍ଘ ଦିନର ବିରାମ ପରେ ଅନୁଗୁଳ ଜିଲ୍ଲାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଆରମ୍ଭ…

ଆମ ରିପୋଟରଜିଲ୍ଲାଯାଜପୁର

ନଗଡା ରେ ସ୍ଥିତି ସମୀକ୍ଷା କଲେ ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସମ୍ପାଦିକା ଡ଼.ଐଶ୍ୱର୍ଯ୍ୟା ବିଶ୍ୱାଳ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସାରା ଦେଶ ଯେତେବେଳେ ଦେଖିଥିଲା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ ନଗଡା ର ଅପପୃଷ୍ଟି…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଖରାଦିନ ଆରମ୍ଭରୁ ହିଁ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଖରାଦିନ ଆରମ୍ଭ ରୁ ହିଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ଘଟୁଥିବା ଦେଖାଯାଇଛି ।…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଆସନ୍ତା ୨୨ ତାରିଖରେ ବାଣପୁର ବ୍ଲକରେ ହେଲଥ୍ ମେଳା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଆସନ୍ତା ୨୨ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଅନୁଷ୍ଠିତ ହେବାକୁ ଯାଉଅଛି…

ଅପରାଧଆମ ରିପୋଟରଜିଲ୍ଲାନୟାଗଡମୁଖ୍ୟ ଖବରରାଜ୍ୟ

ଗିରଫ ଭୟରେ ଦେଉଳପଲ୍ଲୀ ଗାଁ ହୋଇଯାଇଛି ପୁରୁଷ ଶୁନ୍ୟ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ବହୁ ଚର୍ଚ୍ଚିତ ଦୁର୍ଗାପ୍ରସାଦ ଏବଂ ଦେଉଳ ପଲ୍ଲୀ ମେରୁ ଶୋଭାଯାତ୍ରା ଉତ୍ସବ ରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଛିନ୍‌ତାଇ ଅଭିଯୋଗରେ ଦୁଇ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ସିପିପି ଛକ ନିକଟରୁ ମୋବାଇଲ ଛିନ୍‌ତାଇ ଅଭିଯୋଗରେ…

ଆମ ରିପୋଟରଜିଲ୍ଲାନୟାଗଡ

ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଦଶପଲ୍ଲା ବିଧାୟକ !!!

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୂଆଗାଁ ବ୍ଲକ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ…

ଆମ ରିପୋଟରକଟକଜିଲ୍ଲାଯାଜପୁର

ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ବାହାବଳପୁର କାନନେଶ୍ବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ…

ଆମ ରିପୋଟରକଟକଜିଲ୍ଲା

ମାତୃକୃପା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ରାଜ୍ୟ ସ୍ତରୀୟ କବି ସମ୍ମିଳନୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କୃଷ୍ଣଦାଶପୁର ପଞ୍ଚାୟତର ସୁଧାଗଡ ଠାରେ ମାତୃକୃପା ସାହିତ୍ୟ ସଂସଦର ଚତୁର୍ଥ ବାର୍ଷିକୋତ୍ସବ, ରାଜ୍ୟ…