ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ଘରୋଇ ଫାଇନାନ୍ସ କମ୍ପାନୀରେ କାର୍ଯ୍ୟରତ ମହିଳାଙ୍କ ନିକଟରୁ ଟଙ୍କା ଓ ସ୍କୁଟି ଲୁଟ୍ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଗତ ମଙ୍ଗଳବାର ଦିନ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଏକ ଲୁଟ ହୋଇଥିବା…

ଆମ ରିପୋଟରଜିଲ୍ଲାରାୟଗଡା

ରାୟଗଡା ରେ ଜିଲ୍ଲା ସ୍ତରୀୟ ଆଶା , ଗାଁ କଲ୍ୟାଣ ଏବଂ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ !!!

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ଜିଲ୍ଲା ମୁଖ୍ୟ ଚିକିତ୍ସାଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସର ରେ ଜିଲ୍ଲା ସ୍ତରୀୟ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଚାଇଲ୍ଡଲାଇନ ତରଫରୁ ଖବର ଦାତା ସମ୍ମିଳନୀ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଚାଇଲ୍ଡଲାଇନ ତରଫରୁ ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହଠାରେ…

ଆମ ରିପୋଟରଗଜପତିଜିଲ୍ଲା

ପୌର ପରିଷଦ ଅଧ୍ୟକ୍ଷା ଦାୟିତ୍ୱ ଗ୍ରହଣ କଲେ ନିର୍ମଳା ସେଠୀ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଦାୟିତ୍ୱ ଗ୍ରହଣ କରିଛନ୍ତି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ରେ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ବନଖଣ୍ଡ ବାଲୁଗାଁ ବନାଞ୍ଚଳ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଓ ଧୂଆଁନଳି ସେକ୍ସନ ଅଞ୍ଚଳରେ ବୁଧବାର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ମଧୁପୁର ଖୋର୍ଦ୍ଧା ରେ ରେଳ ଫାଟକ ଉଠାଇବା ପ୍ରତିବାଦ ରେ ଶାନ୍ତିପୂର୍ଣ୍ଣ ଗଣଧାରଣା !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଦେବେନ୍ଦ୍ର ବରାଳ : ଖୋର୍ଦ୍ଧା ନିକଟସ୍ଥ ଧଉଳିମୁହଁ ଓ ତାପଙ୍ଗ ଷ୍ଟେସନ ମଧ୍ୟରେ ମଧୁପୁର ଠାରେ ପୂର୍ବତଟ ରେଳବାଇ…

ଆମ ରିପୋଟରଗଜପତିଜିଲ୍ଲା

ସେଞ୍ଚୁରିଆୟାନ କୃଷି ବିଶ୍ଵବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଜୈବିକ କୀଟନାଶକ କୁ ନେଇ ସଚେତନତା ପ୍ରଦର୍ଶନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଲକ ରାଣୀପେଣ୍ଠ ଗ୍ରାମରେ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସେଞ୍ଚୁରିଆୟାନ କୃଷି…

ଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ଅବ୍ୟବସ୍ଥା ଘେରରେ ବାହାଡାଝୋଲା କଷ୍ଟି ଡାକୁଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡାଝୋଲା କଷ୍ଟି ଡାକୁଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଟି…