ଅପରାଧଆମ ରିପୋଟରକଟକଜିଲ୍ଲା

ମା କୁ ହତ୍ୟା କଲା ନୃଶଂସ ପୁଅ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ଏଭଳି ଏକ ରୋମ ଟାଙ୍କୁରା ଦୃଶ୍ୟ ଦେଖିବାକୁ ମିଳିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ନୟାଗଡ଼ ସମବାୟ ସମିତି ସଭାପତି ନିର୍ବାଚନ କୁ ନେଇ ବୋମା ମାଡ଼ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ସମବାୟ ସମିତି ସଭାପତି ନିର୍ବାଚନ କୁ ନେଇ ବୋମା ମାଡ଼ । ବିଳମ୍ବିତ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ବାଇକ୍ ଚୋରି ଗ୍ୟାଙ୍ଗ ଗିରଫ : ସମସ୍ତ ଅଭିଯୁକ୍ତ କୋର୍ଟ ଚାଲାଣ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଅନୁଗୁଳ ଜିଲ୍ଲା କଣିହାଁ ଅଞ୍ଚଳରେ ବାଇକ୍ ଚୋରି ଗ୍ୟାଙ୍ଗ ଗିରଫ , ସମସ୍ତ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଘାଷେଡିହ ଅଞ୍ଚଳରେ ପୁଲିସ ଦ୍ୱାରା ମଦ ବୋଝେଇ କାର ଜବତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଘାଷେଡିହ ଅଞ୍ଚଳରେ ପୋଲିସ ଚଢ଼ାଉ କରି ଏକ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ନୋତର ଗ୍ରାମପଞ୍ଚାୟତ ସମବାୟ ସମିତି ସଭାପତି ନିର୍ବାଚନ ରେ ଅନିୟମିତତା ଅଭିଯୋଗ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ନୋତର ଗ୍ରାମପଞ୍ଚାୟତ ସମବାୟ ସମିତି ସଭାପତି ନିର୍ବାଚନ ରେ ଅନିୟମିତତା ଅଭିଯୋଗ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବିପୁଳ ପରିମାଣରର ପୋଚ ଓ ଦେଶୀ ମଦ ଜବତ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ କୁଞ୍ଜୁରୀ ପଞ୍ଚାୟତର ବରପଦା ଗ୍ରାମରେ ଅବକାରୀ ବିଭାଗ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର : ପୁଲିସ ର ତଦନ୍ତ ଆରମ୍ଭ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ଓସ୍ତପୁର ଗାଁରେ ସନ୍ଦେହଜନକ ଭାବେ ଝୁଲନ୍ତା ଅବସ୍ଥାରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ : ୬ ହଜାର ଲିଟର ପୋଚ ନଷ୍ଟ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ରବିବାର ଦିନ ଅବକାରୀ ବିଭାଗ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଆଁଙ୍କସାହି ଗ୍ରାମରୁ କବାଟ ଭାଙ୍ଗି ସୁନା ଅଳଙ୍କାର ସହ ନଗଦ ୩ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଶୋଇଥିବା ଅବସ୍ଥାରେ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ । ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା…