ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ପ୍ରେମ ଘଟଣାକୁ ନେଇ ମରଣାନ୍ତକ ଆକ୍ରମଣ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ଗାଁରେ ପ୍ରେମ ଘଟଣାକୁ ନେଇ ଶନିବାର ସନ୍ଧ୍ୟାରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ରେ ୪.୨ ଲିଟର ଚୋରା ଆସ୍କା ୪୦ ଜବତ : ଜଣେ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧିନସ୍ଥ ଗମ୍ଭାରୀମୁଣ୍ଡା ବିଟ ହାଉସ ଅଧିକାରୀ ହାଡିବନ୍ଧୁ ନାୟକ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ନଗ୍ନ ଫଟୋ ଭାଇରାଲ ମାମଲା : ଅଭିଯୁକ୍ତକୁ ୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଜଣେ ୧୭ ବର୍ଷ ର ନାବାଳିକାଙ୍କ ନଗ୍ନ ଫଟୋ ଭାଇରାଲ କରିଥିବା ମାମଲାର ବିଚାର…

ଅପରାଧଆମ ରିପୋଟରକଟକଜିଲ୍ଲାଯାଜପୁର

ମଙ୍ଗଳପୁର ଜାତୀୟ ରାଜପଥ କଡ଼ ଡ୍ରେନ ମଧ୍ୟରୁ ଅଚିହ୍ନା ଶବ ଉଦ୍ଧାର !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ମଙ୍ଗଳପୁର ଛକ ପାଖ ମୁଖ୍ୟ ରାଜପଥ କଡ଼ରେ ଥିବା ଡ୍ରେନ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟ

ବାଣପୁର କୋର୍ଟରେ ଆତ୍ମ ସମର୍ପଣ ପରେ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଜେଏମଏଫସି କୋର୍ଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆତ୍ମ ସମର୍ପଣ…

ଅପରାଧଆମ ରିପୋଟରକଟକଜିଲ୍ଲାରାଜ୍ୟ

ଶ୍ମଶାନ ଜମିରୁ ତାଡି ନେଲେ ମାଟି : ନିଶ୍ଚିନ୍ତକୋଇଲି ତହସିଲ ପ୍ରଶାସନ ନୀରବ ଦ୍ରଷ୍ଟା !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ନିଶ୍ଚିନ୍ତକୋଇଲି ତହସିଲ ଅଞ୍ଚଳରେ ମାତିଛନ୍ତି ମାଟି ମାଫିଆ । ସେହି ମାଟି ମାଫିଆ କୁ…

ଅପରାଧଆମ ରିପୋଟରକଟକଜିଲ୍ଲାଯାଜପୁର

ମଙ୍ଗଳପୁର ଡ୍ରେନ ମଧ୍ୟରେ ପଡ଼ି ରହିଥିବା ଶବକୁ ରାତି ସାରା ଜଗି ରହିଲା ପୋଲିସ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ମଙ୍ଗଳପୁର ଡ୍ରେନ ମଧ୍ୟରେ ପଡ଼ି ରହିଥିବା ଶବକୁ ରାତି ସାରା ଜଗି ରହିଲା ପୋଲିସ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର – ବାଲୁଗାଁ ରେଳ ଓଭରବ୍ରିଜ ଉପରେ କାର – ବାଇକ ମୁହାଁମୁହିଁ : ଦୁଇ ଗୁରୁତର !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ରେଳ ଓଭରବ୍ରିଜ ଉପରେ ଏକ କାର ଓ ବାଇକ ମୁହାଁମୁହିଁ…