Breaking newsଅପରାଧଆମ ରିପୋଟରଜିଲ୍ଲାଯାଜପୁରରାଜ୍ୟ

ସୁକିନ୍ଦା ରଥଦାଣ୍ଡରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସଂପୃକ୍ତ ଯୁବକ କୋର୍ଟ ଚାଲାଣ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ରଥଦାଣ୍ଡରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସଂପୃକ୍ତ ଯୁବକ କୋର୍ଟ ଚାଲାଣ .…

Breaking newsଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଏସ୍‌ପି ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ବିଜେପି ତରଫରୁ ବିକ୍ଷୋଭ ପ୍ରଦର୍ଶନ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଅନ୍ୟାୟୋଚିତ୍ତ ଭାବେ ଗିରଫ କରିବା ପ୍ରତିବାଦରେ ଶୁକ୍ରବାର ଅନୁଗୁଳ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକାର ବିଭିନ୍ନ ବରଫ କଳ ଉପରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଚଢ଼ାଉ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବର୍ତ୍ତମାନ ଗ୍ରୀଷ୍ମ ଋତୁ ଚାଲିଥିବା ବେଳେ ବଜାରରେ ଥଣ୍ଡା ମୃଦୁ ପାନୀୟ ଓ ଜଳର…

Breaking newsଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ଚିଲିକା ଡଙ୍ଗା ବୁଡି ଘଟଣା : ନିଖୋଜ ଥିବା ବ୍ୟକ୍ତିଙ୍କର ମୃତଦେହ ଠାବ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଗତକାଲି ଅପରାହ୍ନରେ ଚିଲିକାରେ ଡ଼ଙ୍ଗାବୁଡି ଘଟଣାରେ ୧୧ ଯାତ୍ରୀ ଉଦ୍ଧାର ହୋଇଥିବା ବେଳେ ଜଣେ…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ଭାଲୁକାନ୍ତିଆ ମୁଖ୍ୟ ରାସ୍ତାରୁ ଅଜଣା ଆହତ ବ୍ୟକ୍ତି ଉଦ୍ଧାର !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ଓଳିଆ ପଞ୍ଚାୟତ ପାଖ ଭାଲୁକାନ୍ତିଆ ରାସ୍ତାରେ ଗୁରୁବାର ଦିବା 11…

ଅପରାଧଆମ ରିପୋଟରକଳାହାଣ୍ଡିଜିଲ୍ଲା

ଯୁବକ ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର !!!

କଳାହାଣ୍ଡି ( ଆୱାଜ ମିଡ଼ିଆ ) – ତୁଳସିରାମ ଛତ୍ରୀଆ : କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ର କେନ୍ଦୁ ଡ଼ଙ୍ଗରୀ ଠାରେ ଜଣେ ଯୁବକଙ୍କ ଝୁଲନ୍ତା…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ । ଏଭଳି ଏକ ହୃଦୟ ବିଦାରକ…

ଅପରାଧଆମ ରିପୋଟରକଟକକେନ୍ଦ୍ରାପଡ଼ାଜିଲ୍ଲାରାଜ୍ୟ

ନବମ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ନବମ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ . କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଦୁର୍ବୁତ୍ତଙ୍କ ଲୁହା ଛଡ଼ ଆକ୍ରମଣରେ ରକ୍ତାକ୍ତ ଜେଏସ୍‌ପିଏଲ୍ କର୍ମଚାରୀ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ପରଙ୍ଗ ହାଇସ୍କୁଲ ନିକଟରେ ସୋମବାର ସକାଳ ପ୍ରାୟ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ଦଶପଲ୍ଲା ରେ କାହା ଇସାରାରେ କରାଯାଉଛି ଏଏନଏମ ଛାତ୍ରୀ ମାନଙ୍କୁ ଛଟେଇ !!!

ଦଶପଲ୍ଲା // ନୟାଗଡ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ // କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ରେ…