ଅପରାଧଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ମୁକୁଳିବେ ଜେଲ ରୁ , ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ ।…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜନୀତିରାଜ୍ୟ

ନୂଆଗାଁ ରେ ରାଜନୈତିକ ଉଷ୍ମତା : ଉଦଘାଟନ ପୂର୍ବରୁ ଫଳକ ଭାଙ୍ଗିଲେ ଦୁର୍ବୁତ୍ତ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କୁ ମାତ୍ର କେଇ ଦିନ ପୂରିଥିବା ବେଳେ ନୂଆଗାଁ ରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଟାଙ୍ଗୀରେ ବାହାଘର ଭୋଜି ଖାଇ ୫୦ ରୁ ଅଧିକ ଅସୁସ୍ଥ : ମେଡିକାଲରେ ଭର୍ତ୍ତି !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାହାଘର ଭୋଜି ଖାଇ ୫୦ ରୁ ଅଧିକ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଲୋକଙ୍କୁ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା : ଯୁବକ ମୃତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଧିନ ଆର.ନୂଆଗାଁ ଗରାକୁମ୍ପା ପ୍ରାଥମିକ ବିଦ୍ୟାଳୟ ନିକଟରେ…

ଅପରାଧଆମ ରିପୋଟରକଟକଜିଲ୍ଲାମୁଖ୍ୟ ଖବର

ବଢି ଚାଲିଛି ମହିଳା ହଷ୍ଟେଲ ରେ କାର୍ଯ୍ୟରତ ପୁରୁଷ କର୍ମଚାରୀଙ୍କ ଦୌରାତ୍ମ୍ୟ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ପରିଚାଳନାଗତ ତ୍ରୁଟି , ଦୁର୍ନୀତି ଏବଂ ବିବାଦ କୁ ନେଇ ଚର୍ଚ୍ଚାରେ ରହୁଥିବା ବାଙ୍କୀ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ : ୨ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ଯଶକେତନ ବହିରାଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ମଧ୍ୟାହ୍ନରେ ବାଲୁଗାଁ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡମୁଖ୍ୟ ଖବରରାଜ୍ୟ

ଗିରଫ ଭୟରେ ଦେଉଳପଲ୍ଲୀ ଗାଁ ହୋଇଯାଇଛି ପୁରୁଷ ଶୁନ୍ୟ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ବହୁ ଚର୍ଚ୍ଚିତ ଦୁର୍ଗାପ୍ରସାଦ ଏବଂ ଦେଉଳ ପଲ୍ଲୀ ମେରୁ ଶୋଭାଯାତ୍ରା ଉତ୍ସବ ରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଛିନ୍‌ତାଇ ଅଭିଯୋଗରେ ଦୁଇ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ସିପିପି ଛକ ନିକଟରୁ ମୋବାଇଲ ଛିନ୍‌ତାଇ ଅଭିଯୋଗରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଡକାୟତି ଯୋଜନା କରୁଥିବା ବେଳେ ୩ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସଦର ପୁଲିସ ରବିବାର ବିଳମ୍ବିତ ରାତିରେ ରନ୍ତଲୋଇ ମା’ ସାତଭଉଣୀ ମନ୍ଦିର ନିକଟରୁ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳର ବହୁଚର୍ଚ୍ଚିତ ଲିଜାରାଣୀ ହତ୍ୟାକାଣ୍ଡର ଅଭିଯୁକ୍ତ ଅମିତାଭ ଦାସର ମୃତ୍ୟୁ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦୀର୍ଘ ୨୨ ବର୍ଷ ଧରି ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଜା କାଟୁଥିବା ଅନୁଗୁଳର…