ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ନାବାଳିକା ଅପହରଣ ଅଭିଯୋଗରେ ଯୁବକ ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଫାଣ୍ଡି ଅଞ୍ଚଳରୁ ଜଣେ ୧୭ ବର୍ଷର…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ : ମହିଳା ବେପାରୀ ଗିରଫ !!!

!!! ଖୋର୍ଦ୍ଧା ଅବକାରୀ ବିଭାଗର ବଡ଼ ସଫଳତା !!! ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଅବକାରୀ ବିଭାଗକୁ ବଡ଼…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ମାର୍କେଟ ବିଲ୍ଡିଂ ଉଠା ଦୋକାନୀଙ୍କ ଆତ୍ମହତ୍ୟା !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ମାର୍କେଟ ବିଲ୍ଡିଂ ଉଠା ଦୋକାନୀଙ୍କ ଆତ୍ମହତ୍ୟା । ମାନସିକ ଚାପଗସ୍ତ ହୋଇ ଆତ୍ମହତ୍ୟା କଲେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

କୋଭିଡ କଟକଣା ଭାଙ୍ଗି ଭୋଜିଭାତ କରିବା ପଡିଲା ମହଙ୍ଗା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : କୋଭିଡ ନିୟମ ଉଲ୍ଲଙ୍ଘନ କରି ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଳକର ଦ୍ଵିତୀୟ ଚିଲିକା ଠାରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଠେଙ୍ଗାରେ ପିଟି ମୁଣ୍ଡ ଫଟାଇ ମହିଳା ଗିରଫ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନୂଆ ବଡ଼ଦାଣ୍ଡ ସାହିରେ ଜଣେ ବ୍ୟକ୍ତିଙ୍କୁ ମାଡ଼…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ସଂଯୁକ୍ତ ସମବାୟ ବ୍ୟାଙ୍କରୁ ଏକ ବଡ ଧରଣ ଲୁଟ୍ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ବଇଣ୍ଡାରେ ଥିବା ଅନୁଗୁଳ ସଂଯୁକ୍ତ ସମବାୟ ବ୍ୟାଙ୍କରୁ ଗୁରୁବାର…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଆହାର କେନ୍ଦ୍ର ନିକଟରେ ଲେଖକଙ୍କୁ ଆକ୍ରମଣ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମର ଜଣେ ଲେଖକଙ୍କୁ ଆକ୍ରମଣ ହୋଇଥିବାର…

ଅପରାଧଆମ ରିପୋଟରଜିଲ୍ଲାମୁଖ୍ୟ ଖବରଯାଜପୁରରାଜ୍ୟ

ଫେସବୁକ ଆଇଡି ରେ ନିଜ ଠିକଣା ପାକିସ୍ତାନ ଲେଖିଥିବା ଯୁବକ , ବ୍ୟକ୍ତିଗତ ମୁଚାଲିକାରେ ଥାନା ରୁ ଖଲାସ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦାଗଡ଼ ଅଧିନସ୍ଥ ଜୈନିକ ମୁସଲମାନ ଯୁବକ ସାରିକ ଖାନ ସାମାଜିକ ଗଣମାଧ୍ୟମ ଫେସବୁକରେ ନିଜ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଚେକିଂ ଆଳରେ ମାରପିଟ୍ ଓ ଗାଳିଗୁଲଜ କରିବା ଅଭିଯୋଗ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ବ୍ଲକ ଅନ୍ତୁଳିଆ ପଞ୍ଚାୟତ ଗଞ୍ଜଡା କଇଥ ସାହିରେ ଜାନୁୟାରୀ ୭ ତାରିଖ ସକାଳେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

୧ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କଲା ଅବକାରୀ ବିଭାଗ !!!

ଛେଣ୍ଡିପଦା ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଅବକାରୀ ବିଭାଗ ତରଫରୁ ଗୁରୁବାର ଜରପଡ଼ା ଥାନା ଅନ୍ତର୍ଗତ ମାଟିଗାଡ଼ିଆସାହିରେ ପ୍ରାୟ ୧…