ଅପରାଧଆମ ରିପୋଟରକଟକଜିଲ୍ଲା

କୋଇଲା ମାଫିଆଙ୍କ ଆତଙ୍କରେ ଭୟଭୀତ ପରିବାର : ନ୍ୟାୟ ପାଇଁ ଡିଜି ଙ୍କ ଦ୍ବାରସ୍ଥ ହେଲେ !!!

କଟକ ( ଆୱାଜ ମିଡ଼ିଆ ) – ଅମ୍ରିତା ପଟ୍ଟନାୟକ : ଭଦ୍ରକ ଜିଲାର ପରିବିନ୍ଧାମାରପୁର କନକଲତା ବେହେରା ଏବଂ ତାଙ୍କ ସ୍ୱାମୀ ପ୍ରତାପ ବେହେରା ଟ୍ରେନ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଗଞ୍ଜେଇ ଭର୍ତ୍ତି ଟ୍ରକ୍ ସହ ସହଯୋଗୀ କାର୍ ଜବତ : ତିନି ଜଣ ଗଞ୍ଜେଇ ମାଫିଆ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ରାଜ୍ୟ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ATM ଭାଙ୍ଗି ଲୁଟ କଲାବେଳେ ଫତେଗଡ ପୋଲିସ କବଜାରେ ଲୁଟେରା !!!

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ନୟାଗଡ଼ ଜିଲ୍ଲା ଭାପୁର ମୁଖ୍ୟ ବଜାର ଉପକଣ୍ଠ ରେ ଥିବl ଗ୍ରାମ୍ୟ ବ୍ୟାଙ୍କ ଏଟିଏମ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଟଙ୍କା ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଏସବିଆଇର ଡେପୁଟି ମ୍ୟାନେଜର ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଆକ୍ସିସ ବ୍ୟାଙ୍କ ନିକଟରୁ ଟଙ୍କା ଲୁଟ୍‌ ଘଟଣା : କେସିଙ୍ଗାରୁ ଲୁଟେରାଙ୍କୁ କାବୁ କଲା ପୁଲିସ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ବର୍ତ୍ତଣ୍ଡା ଗ୍ରାମରେ ସାନ ଭାଇର ଧାରୁଆ ଅସ୍ତ୍ର ଆକ୍ରମଣରେ ବଡ ଭାଇ ଗୁରୁତର ଆହତ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ବର୍ତ୍ତଣ୍ଡା ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇର…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

କଳା ପଲସର ଆତଙ୍କ : ବ୍ୟବସାୟୀ ଙ୍କ ଠାରୁ ଲୁଟିନେଲେ ୧୭ ଲକ୍ଷ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଗଞ୍ଜେଇ ଚାଲାଣ ବେଳେ ଦୁଇଟି ମଟର ସାଇକେଲ ଜବତ : ଘଟଣା ସ୍ଥଳରୁ ଚାଲାଣକାରୀ ଚମ୍ପଟ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ବାଲିଗୁଡା ଥାନା ଅନ୍ତର୍ଗତ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନାଚୁଣୀ ଥାନା ଅଞ୍ଚଳରେ ୧୨ ବର୍ଷର ନାବାଳିକା ୪ ମାସର ଗର୍ଭବତୀ : ଅଭିଯୁକ୍ତ ଅଟକ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ପରବଳ ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଦାଶରଥିପୁର ହରିଜନ ସାହିରେ ଗୋଷ୍ଠି କନ୍ଦଳ : ୧୮ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଦାଶରଥିପୁର ହରିଜନ ସାହିରେ ମନ୍ଦିର…