ଅପରାଧଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ଶ୍ରମ କାର୍ଯ୍ୟାଳୟ ରେ ଘୋଟାଲା : ଜୀବନ୍ତ ଶ୍ରମିକଙ୍କୁ ମୃତ ଦେଖାଇ ଚାରି ଲକ୍ଷ ଟଙ୍କା ଚଳୁ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ଶ୍ରମ କାର୍ଯ୍ୟଳୟରେ ଘୋଟାଲା , ଜୀବନ୍ତ ଶ୍ରମିକଙ୍କୁ ମୃତ ଦେଖାଇ ଚାରି ଲକ୍ଷ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବୁଡାଗୁଡ଼ା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ : ଅଭିଯୋଗର ଚାରି ଦିନ ମଧ୍ୟରେ ଚାରି ଜଣ ଅଭିଯୁକ୍ତ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ବୁଡ଼ାଗୁଡା ଅଞ୍ଚଳରେ ଗତ ମାର୍ଚ୍ଚ ମାସରେ ହତ୍ୟା,…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

କୁଡ଼ିଆ ଘରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ : ୬ ଜଣ ମାଫିଆ ଫେରାର !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସମଗ୍ର କନ୍ଧମାଳ ଜିଲ୍ଲା ଏବେ ଗଞ୍ଜେଇ ମାଫିଆ ମାନଙ୍କ ଚରା ଭୂଇଁ ପାଲଟିଛି।…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଟାଙ୍ଗୀ ଅବକାରୀ ବିଭାଗର ଚଢ଼ାଉ : ୩୦ଗ୍ରାମ ଧଳା ଜହର ଜବତ ଜଣେ ଗିରଫ !!!

ଟାଙ୍ଗୀ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅବକାରୀ ଥାନା ରେଞ୍ଜ ଅଧିନ ଛଣଗିରି ଗ୍ରାମରେ ଟାଙ୍ଗୀ ଅବକାରୀ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ : ଗୁଳି ବିନିମୟ – ସର୍ଚ୍ଚ ଅପରେସନ ଜୋରଦାର !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଥାନାରେ ଯୌତୁକ ଜନିତ ବଧୁ ହତ୍ୟା ଅଭିଯୋଗ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଯୌତୁକ ନିମନ୍ତେ ଜଣେ ବଧୁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତ ବଧୁ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଭିଣୋଇ ଘରକୁ ଆସିଥିବା ଯୁବକ ନିଖୋଜ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାକୁ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଭିଣୋଇ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଦୁର୍ନୀତିର ଚରମ ସୀମାରେ ବାଣପୁର ଦେଓଗାଁ ପଞ୍ଚାୟତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଅମୃତ ସରୋବର ଏକ ଯୋଜନା ଏବଂ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ମାଧ୍ୟମରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଜଣେ ବିବାହିତା ମହିଳାଙ୍କୁ ଅପହରଣ କରିନେଇ ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ବନ୍ଦୀ କରି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ରେ ବିଜେଡି ଗୋଷ୍ଠୀ କନ୍ଦଳ : ଉଭୟ ପକ୍ଷରୁ ଥାନାରେ ଦୁଇଟି ମାମଲା ରୁଜୁ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଠିକାଦାର ଙ୍କୁ ଗାଳି ଗୁଲଜ କରିବା ଅଭିଯୋଗ ରେ ବାଣପୁର ନଗରପାଳ ମିଟୁ ନାୟକ…