ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ପରକୀୟା ପ୍ରୀତି ସନ୍ଦେହରେ ପତ୍ନୀକୁ ହତ୍ୟା ଘଟଣା : ଜେଲ ଗଲା ସ୍ବାମୀ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅଂଚଳରେ ସ୍ବାମୀ ନିଜ ପତ୍ନୀକୁ ଅମାନୁଷିକ ଭାବେ ହତ୍ୟା କରିଥିବା ଅଭିଯୋଗରେ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ ।…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ସନ୍ଦେହରୁ ଅମାନବୀୟ କାଣ୍ଡ : ସ୍ବାମୀ ହାତରେ ଚାଲିଗଲା ସ୍ତ୍ରୀ ର ଜୀବନ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ବନ୍ଧଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଵୁରୁ ସାହିରେ ସ୍ବାମୀ ମାଡରେ ସ୍ତ୍ରୀ…

ଅପରାଧଆମ ରିପୋଟରଜିଲ୍ଲା

ଭାରତୀୟ ପିଙ୍ଗଳ କୋର୍ଡ ର ଦଫା 377 : ଅଭିଯୁକ୍ତ ଗିରଫ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ବେଳେବେଳେ ସମାଜରେ ଏମିତି ଘଟଣା ଘଟେ ଯାହା , ସଭ୍ୟ ସମାଜର ମାନବିକତା…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ : ଦୁଇ ଗିରଫ , ୧୦୦ ଲିଟର ଦେଶୀ ମଦ ସମେତ ଦୁଇ ବାଇକ୍ ଜବତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ର ବାଲୁଗାଁ, ବାଣପୁର, ଚିଲିକା ଅଞ୍ଚଳରେ ଚୋରା ଦେଶୀ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଅଞ୍ଚଳରେ ମାଳ ମାଳ ବେଆଇନ ଇଟାଭାଟି : ବଢୁଛି ପ୍ରଦୂଷଣ – ପ୍ରଶାସନ ନିରବ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳ ରେ ଦିନ କୁ ଦିନ ବେଆଇନ ଇଟାଭାଟି ବଢ଼ିବାରେ…

ଅପରାଧଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ସ୍ୱାମୀର ଦ୍ୱିତୀୟ ବିବାହକୁ ନେଇ ଥାନାରେ ଅଭିଯୋଗ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ପ୍ରଥମ ସ୍ତ୍ରୀ ଥାଉଥାଉ ଦ୍ଵିତୀୟ ବିବାହ ପାଇଁ ଜଣେ ମହିଳାଙ୍କୁ ଘରକୁ ଆଣିବାରୁ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ମିଲ୍କ ମୁ କ୍ଷୀର କମ୍ପାନୀ ନାମରେ ଗୁରୁତର ଅଭିଯୋଗ : କ୍ଷୀର ରୁ ଲୁଗା ସଫା ପାଉଡର ଭଳି ଦୁର୍ଗନ୍ଧ ବାହାରୁଛି !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିକ୍ରି ହେଉଥିବା ମିଲ୍କ ମନ୍ତ୍ରା ଡାଏରୀ ପ୍ରାଇଭେଟ ଲିମିଟେଡ଼…