ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୋଲିସ ଏଏସଆଇ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୋଲିସ ଏଏସଆଇ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ : କାରଣ ଅସ୍ପଷ୍ଟ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ , କାରଣ ଅସ୍ପଷ୍ଟ . ମୁହଁ ଖୋଲୁନାହାନ୍ତି…

ଅପରାଧଆମ ରିପୋଟରକଟକଜିଲ୍ଲାଯାଜପୁର

କାଙ୍କଡ଼ପାଳ ଛକରେ ମୋବାଇଲ ଦୋକାନ ସଟର ତାଡି ଦାମୀ ସାମଗ୍ରୀ ଲୁଟ : ଭିଡିଓ ଭାଇରାଲ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : କାଳିଆପାଣି ଥାନା ଅନ୍ତର୍ଗତ କାଙ୍କଡ଼ପାଳ ଛକରେ ଥିବା ମୋବାଇଲ ଦୋକାନ ସଟର ତାଡି କିଛି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ପଶ୍ଚିମେଶ୍ୱର ମନ୍ଦିର ରୁ ଚୋରୀ ଅଭିଯୋଗ !!!

ବୋଲଗଡ଼ ( ଆୱାଜ ମିଡିଆ ) – ଗଙ୍ଗାଧର ସାହୁ : ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ତାଳତୁମ୍ବ ଗ୍ରାମରେ ଥିବା ପଶ୍ଚିମେଶ୍ୱର ଙ୍କ ମନ୍ଦିର…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ରଘୁନାଥପୁର ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସିଙ୍ଗେଶ୍ୱର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ଗତକାଲି ରାତିରେ…

ଅପରାଧଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ମହଙ୍ଗା ପଡିଲା ଅବକାରୀ ବିଭାଗ ପରିଚୟ ଦେଇ ବଟି ଆଦାୟ : ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ସଦର ଥାନା ଅଞ୍ଚଳରେ ଗତ କାଲି ପ୍ରାୟ ରାତି 12 ଟା…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ଟାଟା ପ୍ଲାଣ୍ଟ ପରିସରରୁ ବିଭିନ୍ନ ସାମଗ୍ରୀ ଚୋରି ଘଟଣାରେ ୬ ଯୁବକ ଗିରଫ : କୋର୍ଟ ଚାଲାଣ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : କଳିଙ୍ଗନଗର ସ୍ଥିତ ଟାଟା କମ୍ପାନୀ ପରିସରରୁ ବିଭିନ୍ନ ସାମଗ୍ରୀ ଚୋରି ଘଟଣାରେ କମ୍ପାନୀ କର୍ତ୍ତୁପକ୍ଷଙ୍କ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ବନ୍ଧାହେଲେ ରସିକିଆ ବିଜ୍ଞାନ ଶିକ୍ଷକ ରାଜେଶ ବେହେରା !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଗୁରୁ ଶିଷ୍ୟର ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଲେ ରସିକିଆ ବିଜ୍ଞାନ ଶିକ୍ଷକ । ନିଜର…