ଆମ ରିପୋଟରଗଜପତିଜିଲ୍ଲା

ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବ : ଯୋଗଦେଲେ ପାରଳା ବିଧାୟକ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗୋଷାଣୀ ବ୍ଲକ ର ରଣଦେବୀ ଗ୍ରାମ ନିକଟରେ ମା ଠାକୁରାଣୀ ଙ୍କ ମନ୍ଦିର ର…

ଆମ ରିପୋଟରଗଜପତିଜିଲ୍ଲା

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ କେରାଣ୍ଡି ପଞ୍ଚାୟତରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ କେରାଣ୍ଡି ପଞ୍ଚାୟତରେ ବିକାଶର ଧାରା ଓଡ଼ିଶା ସାରା…

ଆମ ରିପୋଟରଜିଲ୍ଲାନୟାଗଡ

ସ୍ୱତନ୍ତ୍ର ସଘନ ସଂଶୋଧନ ସଚେତନତା ପଦଯାତ୍ରା !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଜିଲ୍ଲା ପ୍ରଶାସନ ନୟାଗଡଙ୍କ ପକ୍ଷରୁ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬ ଉପରେ ଏକ ସଚେତନତା…

ଆମ ରିପୋଟରଜିଲ୍ଲାନୟାଗଡ

ଶିଖରପୁର ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ନୟାଗଡ ଜିଲ୍ଲାପାଳ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଖଣ୍ଡପଡା ବ୍ଲକର ଶିଖରପୁର ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟକୁ ଜିଲ୍ଲାପାଳ ନୟାଗଡ଼ ପରିଦର୍ଶନ…

ଆମ ରିପୋଟରଗଜପତିଜିଲ୍ଲା

ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିର୍ଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ଷ୍ଟ୍ରିଟ ଲାଇଟ ସ୍ଥାପନ ରେ ସରକାରୀ ଅର୍ଥ ହରିଲୁଟ : ଦୁର୍ନୀତିର ଭିଜିଲାନ୍ସ ର ତଦନ୍ତ ଆରମ୍ଭ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ୨୦୨୧- ୨୩ ମସିହାରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ କାର୍ଯ୍ୟରେ ସରକାରୀ ଅର୍ଥର ଦୁର୍ନୀତି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜନୀତିରାଜ୍ୟସ୍ମାର୍ଟ ସିଟି

Sujata@BJD – ଏଣ୍ଟ୍ରିରେ କଲେ କମାଲ : କଣ ରହିଛି ପ୍ଲାନ , କଣ ହେବ ଆକ୍ସନ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ବିଜୁ ଜନତା ଦଳରେ ଆନୁଷ୍ଠାନିକ ଭାବରେ ଯୋଗଦେଲେ ସୁଜାତା ରାଉତ ! ଏଣ୍ଟ୍ରିରେ କଲେ…

ଆମ ରିପୋଟରଗଜପତିଜିଲ୍ଲା

ବିକାଶର ଧାରା – ଓଡିଶା ସାରା : ଦ୍ବିତୀୟ ଦିନରେ ସାଂସ୍କୃତିକ କାର୍ଯ୍ୟକ୍ରମ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସର ରେ…

ଆମ ରିପୋଟରଜିଲ୍ଲାନୟାଗଡ

ବିକାଶ ଟ୍ୟୁଟୋରିଆଲରେ ମୌଳିକ କର୍ଭବ୍ୟ ଓ ପୋକସୋ ଆଇନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ଼ର ଅଧକ୍ଷ ଅଜନ୍ତା ଷଡଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ, ଆଜି…

ଆମ ରିପୋଟରଗଜପତିଜିଲ୍ଲା

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ – ୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ…