ଆମ ରିପୋଟରଗଜପତିଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ସକ୍ରାନ୍ତରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ମାରକପତ୍ର ପ୍ରଦାନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ ମାଡ଼ ମାରି ଟଙ୍କା, ମୋବାଇଲ ଓ ବିଭିନ୍ନ ଜିନିଷ ପତ୍ର ଲୁଟ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ – ୨୦୨୩ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଜଳ ସମ୍ପଦ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଜଳ ସମ୍ପଦ କାର୍ଯ୍ୟାଳୟ ପରିସରରେ ଜିଲ୍ଲା…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ବନ ବିଭାଗ ତରଫରୁ ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ୪ ନଂ ୱାର୍ଡ ର ଗୋଇବନ୍ଧା ଡ୍ୟାମ୍…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ଆଙ୍କୁଲା ଗ୍ରାମର ନିଆରା ପ୍ରତିଭା ସୌମ୍ୟ ରଞ୍ଜନ : ଚିତ୍ର କଳାରେ ସିଦ୍ଧହସ୍ତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବୟସ ମାତ୍ର ୧୫ , କିନ୍ତୁ ତାଙ୍କ ପାଖରେ ରହିଛି ଅନେକ ପ୍ରତିଭା ।…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ଅଙ୍ଗନବାଡି ଦିଦିଙ୍କ ସନ୍ଦେହଜନକ ମୃତ୍ୟୁ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲା ଘଡୁଆଳ ଗ୍ରାମ ରେ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ସନ୍ଦେହଜନକ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ ।…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ପ୍ରଥମ ସୂର୍ଯ୍ୟମଣି ସ୍ମାରକୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସଵ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ଆରିକମା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ମହାପାତ୍ରଙ୍କ…

ଆମ ରିପୋଟରଜିଲ୍ଲାଯାଜପୁର

ଚିନ୍ମୟ ଫାଉଣ୍ଡେସନର କୋଭିଡ୍ କିଟ୍ ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମର ୧୦୫୪ ଦିନରେ ପହଞ୍ଚିଲା !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଯାଜପୁର ଜିଲ୍ଲା ବାବଲପୁରସ୍ଥିତ ଅଗ୍ରଣୀ ଆନ୍ତର୍ଜାତିକ ଲୋକ ସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ଗତ…