ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଦିକ୍ଷୀତପଡା ଗ୍ରାମସ୍ଥିତ ଶ୍ରୀ ଶ୍ରୀ ବିରଞ୍ଚି ନାରାୟଣଙ୍କ ପୀଠରେ ପବିତ୍ର ମାଘ ପୂର୍ଣ୍ଣିମା ପାଳିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ବାଣପୁର ବ୍ଲକ ଦିକ୍ଷୀତପଡା ଗ୍ରାମଠାରେ ଥିବା ଶ୍ରୀ ଶ୍ରୀ…

ଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ 108 ଆମ୍ବୁଲାନ୍ସ ସେବା ପାଇବାରୁ ବଞ୍ଚିତ : ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଅଞ୍ଚଳରେ ଏକ ବାଇକ ଦୁର୍ଘଟଣାରେ ଜଣେ ମହିଳା ଓ ନାବାଳକ ଗୁରୁତର ଆହତ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ବାଇପାସ୍ ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ ସଡ଼କ ଦୁର୍ଘଟଣା : ଦୁଇ ଗୁରୁତର !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ୍ ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ…

ଆମ ରିପୋଟରଜିଲ୍ଲାଯାଜପୁର

ଚିନ୍ମୟ ଫାଉଣ୍ଡେସନର କୋଭିଡ୍ କିଟ୍ ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମର ୪୨ ତମ ସମୀକ୍ଷା ବୈଠକ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଯାଜପୁର ଜିଲ୍ଲା ବାବଲପୁରସ୍ଥିତ ଅଗ୍ରଣୀ ଆନ୍ତର୍ଜାତିକ ଲୋକ ସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ଗତ…

ଆମ ରିପୋଟରଜିଲ୍ଲାନୟାଗଡ

ନବନିଯୁକ୍ତ ଭାପୁର ତହସିଲଦାର ଙ୍କୁ ସ୍ୱାଗତ କଲେ ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ !!!

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ନବନିଯୁକ୍ତ ଭାପୁର ତହସିଲଦାର ଙ୍କୁ ସ୍ୱାଗତ କଲେ ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ !…

ଆମ ରିପୋଟରଜିଲ୍ଲାନୟାଗଡ

ସୁନାନଟି ରେ କମ୍ପ୍ରେସର ବିସ୍ଫୋରଣ : ୨ ମୃତ ଓ ୩ ଗୁରୁତର !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲା ଇଟାମାଟି ଥାନା ଅଧୀନସ୍ଥ ସୁନାନଟି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି…

ଆମ ରିପୋଟରକନ୍ଧମାଳଜିଲ୍ଲା

ଶିକ୍ଷା ବିଭାଗର ସିଆରସିସି ବନ ବିହାରି ଦିଗାଲଙ୍କ ପରଲୋକ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ଅନ୍ତର୍ଗତ ଡାମିକିଆ କ୍ଳଷ୍ଟରରେ କାର୍ଯ୍ୟରତ ଶିକ୍ଷା ବିଭାଗର…

ଆମ ରିପୋଟରଗଜପତିଜିଲ୍ଲା

ବିକେଏମୟୁ ତରଫରୁ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଭାରତୀୟ କ୍ଷେତ ମଜଦୂର…

ଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗରେ ବିଜେପି ପକ୍ଷରୁ ବ୍ଲକ ଘେରାଉ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୮ – ୧୯ରେ ପ୍ରସ୍ତୁତ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ…