ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଦାରିଙ୍ଗବାଡି ରେ ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ ଶହ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

୧୬ ନମ୍ବର ଜାତୀୟ ରାଜପଥ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଲା ଫ୍ଲିପକାର୍ଟ ସାମଗ୍ରୀ ବୋଝେଇ ଭ୍ୟାନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବେପରୁଆ ଭାବେ ଗାଡିକୁ ଦ୍ରୁତ ଗତି ରେ ଚଳାଇବାରୁ ଘଟିକା ଦୁର୍ଘଟଣା ! ଡ୍ରାଇଭର…

ଅପରାଧଆମ ରିପୋଟରକଟକଜିଲ୍ଲାମୁଖ୍ୟ ଖବରରାଜ୍ୟ

କଳାପଥର ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ : ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ରାଜ୍ୟ ସରକାର 5T ଯୋଜନା ମାଧ୍ୟମରେ ବିଦ୍ୟାଳୟ ଗୁଡିକର ଗୁଣାତ୍ମକ ମାନର ବିକାଶ କୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଶ୍ରୀ ଶ୍ରୀ ଭଗବତ ଦେବଙ୍କ ମେଳା ମହୋତ୍ସବ ରୀତି ନୀତିରେ ଅନୁଷ୍ଠିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ପଞ୍ଚୁଗାଁ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଶ୍ରୀ ଶ୍ରୀ…

ଆମ ରିପୋଟରଗଜପତିଜିଲ୍ଲା

ପ୍ରସ୍ତାବିତ ସେତୁ ସ୍ଥାନାନ୍ତରିତ ଘଟଣା କୁ ନେଇ ସାଇଲଡା ଗ୍ରାମାଞ୍ଚଳରେ ଅସନ୍ତୋଷ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ବୋମିକା ପଞ୍ଚାୟତ ସାଇଲଡା ଗ୍ରାମାଞ୍ଚଳରେ ପ୍ରସ୍ତାବିତ ସେତୁ ନିର୍ମାଣ ପାଇଁ ଅସନ୍ତୋଷ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବଉଳାବନ୍ଧ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ତାଲୁକ ଆଇନ ସେବା କମିଟି ର ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବ୍ଲକ ବଉଳାବନ୍ଧ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ତାଲୁକ ଆଇନ ସେବା କମିଟି…

ଆମ ରିପୋଟରଜିଲ୍ଲାନୟାଗଡ

ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲା ଡ୍ରାଇଭର ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ଜିଲ୍ଲାପାଳଙ୍କ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବୋଇତ ବନ୍ଦାଣ ମହୋତ୍ସବ ପାଇଁ ମା’ କାଳିଜାଇ ଙ୍କ ପୀଠରୁ ଆସିଲା ଆଜ୍ଞାମାଳ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ବୋଇତ ବନ୍ଦାଣ ମହୋତ୍ସବ ଆରମ୍ଭ ପାଇଁ ମା କାଳିଜାଇ ଙ୍କ ଠାରୁ ଆସିଲା…

ଆମ ରିପୋଟରକଟକଜିଲ୍ଲା

ପୁଣ୍ୟାତ୍ମା ଖତୀବେୱl ଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ରେ ଶ୍ରଦ୍ଧାଞ୍ଜଳୀ ସଭା ଓ ବୃକ୍ଷ ରୋପଣ !!!

ଡମପଡା ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : ଡମପଡା ବ୍ଲକ ଅନ୍ତର୍ଗତ ଦୁଲଣାପୁର ଗ୍ରାମ ର ସ୍ନେହୀ , ଧର୍ମପରାୟଣା ତଥା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଭଗବତୀଙ୍କ ପୀଠରେ ଗ୍ରହଣ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ପାଳିତ ହେବ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ମା’ ଭଗବତୀଙ୍କ ପୀଠରେ ଚନ୍ଦ୍ରଗ୍ରହଣ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି । ଚଳିତ ମହାକାର୍ତ୍ତିକ ରାସ…