Breaking newsଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ବାଣପୁରରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର : ଭୁବନେଶ୍ଵର ସ୍ଥାନାନ୍ତର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅର୍ନ୍ତଗତ ରତନପୁର ଗ୍ରାମରେ ଘଟି ଯାଇଛି ଏକ ଅଭାବନୀୟ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ସାମାଜିକ ଅନୁଷ୍ଠାନ ‘ସାଥୀ ପରିବାର’ ପକ୍ଷରୁ ଗରିବ ପରିବାର କୁ ରାସନ ସାମଗ୍ରୀ ଯୋଗାଣ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ସାମାଜିକ ଅନୁଷ୍ଠାନ ‘ସାଥୀ ପରିବାର’ ପକ୍ଷରୁ ଏକ ଗରିବ ପରିବାର କୁ ମାସକର ଅତ୍ୟାବଶ୍ୟକୀୟ…

ଆମ ରିପୋଟରଗଜପତିଜିଲ୍ଲା

ଶିଳା ସ୍ଥାପନ ଉତ୍ସବ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କର ନଗର ପରିକ୍ରମା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ଠାରେ ନିର୍ମାଣାଧୀନ ନୂତନ ଜଗନ୍ନାଥ ମନ୍ଦିର ଉଦ୍ଦେଶ୍ୟରେ ୧୩ ମଇ ଠାରୁ ୧୬…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଜଙ୍ଗଲ ମଧ୍ୟରେ ପୁଲିସ ର ଅତର୍କିତ ଚଢ଼ାଉ : ୪ କ୍ୟୁଣ୍ଟାଲ ଗଞ୍ଜେଇ ଜବତ !!!

କନ୍ଧମାଳ (ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସମଗ୍ର କନ୍ଧମାଳ ଜିଲ୍ଲାରେ ଗଞ୍ଜେଇ କାରବାର ଥମିବାର ନାଁ ଧରୁ ନଥିବା ବେଳେ ପୁଲିସ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ରେ ସୂଚନା ଅଧିକାରୀ କର୍ମୀଙ୍କୁ ମିଳୁନି ତଥ୍ୟ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ସୂଚନା ଅଧିକାର କର୍ମୀଙ୍କୁ ମିଳୁନି ସୂଚନା । ଏକଥା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି !!!

ଟାଙ୍ଗି ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଟାଙ୍ଗି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଜି ଶିକ୍ଷକ , ଶିକ୍ଷା କର୍ମଚାରୀ ,…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଆମ ପ୍ରତିଭା ଆମ ସମ୍ମାନ ଅନୁଷ୍ଠାନ ତରଫରୁ ଜିଲ୍ଲାପାଳଙ୍କୁ ସାତ ଦଫା ଦାବି ସମ୍ବଳିତ ପ୍ରସ୍ତାବ ପ୍ରଦାନ !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଢେଙ୍କାନାଳ ର ବହୁବିଧ ସମସ୍ୟା ସମାଧାନ ପାଇଁ ଆମ ପ୍ରତିଭା ଆମ ସମ୍ମାନ ଅନୁଷ୍ଠାନ…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲା ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲା ଗସ୍ତରେ ଜାତୀୟ ମନିଟାରୀ ଟିମ ଲିଡର !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାକୁ ଜାତୀୟ ମନିଟରୀ ଟିମ୍ ଲିଡର ୬ ଦିନିଆ ଗସ୍ତରେ ଆସିଥିବାର ଜଣାପଡିଛି…